www.samajalive.in
Saturday, December 6, 2025
19.1 C
Bhubaneswar

ଟ୍ବିନ୍ ସିଟିକୁ ରେଡ୍ ଆଲର୍ଟ: ସାଢେ ୧୧ ସୁଦ୍ଧା ୪୧ ଡିଗ୍ରୀ ଟପିଲା ଭୁବନେଶ୍ଵର

ଭୁବନେଶ୍ଵର: ଜଳୁଛି ସାରା ଓଡିଶା। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସାଢେ ୧୧ ସୁଦ୍ଧା ୪୧ ଡିଗ୍ରୀ ଟପିଛି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା। ଭୁବନେଶ୍ଵରରେ ୪୧.୬ , ବାଲେଶ୍ଵର ୪୦.୭, ଚାନ୍ଦବାଲି ୪୦.୨ , କେନ୍ଦୁଝର ୪୦ ଡିଗ୍ରୀ, ଝାରସୁଗୁଡା ୩୯.୫ , ସମ୍ବଲପୁର ଓ ରାଉରକେଲାରେ ୩୯.୪ ଡିଗ୍ରୀ  ରେକର୍ଡ କରାଯାଇଛି। ସେପଟେ କଟକ ଏବଂ ଭୁବନେଶ୍ଵରରେ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୪ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ରେର୍ଡ ଆଲର୍ଟ ଜାରି କରାଯାଇଥିବାବେଳେ ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories