ଆସନ୍ତା ୨୪ ଘଣ୍ଟା ଯାଏଁ କିଛି ସ୍ଥାନରେ ଜାରି ରହିବ ହିଟୱେଭ୍

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ଯାଏଁ କିଛି ସ୍ଥାନରେ ହିଟୱେଭ୍ ଜାରି ରହିବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କଟକ, ଭଦ୍ରକ, ନୟାଗଡ, ମୟୁରଭଞ୍ଜ, କଳାହାଣ୍ଡି ଏବଂ ବୌଦ୍ଧ, ମାଲକାନଗିରି, ନୂଆପଡା, ନବରଙ୍ଗପୁର, କନ୍ଧମାଳ ଏବଂ ବଲାଙ୍ଗୀର  ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୮ ଜିଲ୍ଲାରେ ରାତି ଉଷ୍ମତା ଜାରି ରହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର, ସୋନପୁର , ସୁନ୍ଦରଗଡ, କନ୍ଧମାଳ, … Continue reading ଆସନ୍ତା ୨୪ ଘଣ୍ଟା ଯାଏଁ କିଛି ସ୍ଥାନରେ ଜାରି ରହିବ ହିଟୱେଭ୍