www.samajalive.in
Saturday, December 6, 2025
14.1 C
Bhubaneswar

ରାଜଧାନୀରେ ପ୍ରବଳ ବର୍ଷା: ୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଛି । ଅପରାହ୍ନରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆଗାମି ୩ଘଣ୍ଟା ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୫ ଦିନ ଉପାନ୍ତରୁ ଉପକୂଳ ପ୍ରବଳ ବର୍ଷା ହେବ କହିଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା । ପ୍ରବଳ ବର୍ଷା କାରଣରୁ ନୟାପଲ୍ଲୀ ଇସ୍କନ ମନ୍ଦିର ସମ୍ମୁଖରେ ପାଣି ଜମି ରହିଛି । ଫଳରେ ବସ ଓ କାର ସବୁ ପଶି ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories