www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ୨୪ରୁ ୨୬ ଯାଏଁ ପ୍ରବଳ ବର୍ଷା; ୧୦ ଜିଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ବର : ପାଣିପାଗ  ବିଭାଗ ପକ୍ଷରୁ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।  କେନ୍ଦୁଝର,ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ ଓ ନୟାଗଡକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୨୪ରୁ ୨୬ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ କରାଯାଇଛି ।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories