www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ରେଡ ଆଲର୍ଟ

ସମାଜ ଡିଜିଟାଲ ଡେସ୍କ: ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ରେଡ ଆଲର୍ଟ ହୋଇଛି । ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆସାମ ଓ ମେଘାଳୟ ରାଜ୍ୟକୁ ରେଡ ଆଲର୍ଟ ଜାରି କରାଯାଇଛି । ସୁସ୍ପଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି ।

ସୂଚନା ଅନୁସାରେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories