www.samajalive.in
Sunday, December 7, 2025
15.1 C
Bhubaneswar

ଦିଲ୍ଲୀରେ ପ୍ରବଳ ବର୍ଷା: ବିମାନ ସେବା ପ୍ରଭାବିତ, ରେଡ୍ ଆଲର୍ଟ ଜାରି

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ସାଙ୍ଗକୁ ଝଡ ପବନ।  ଖରାପ ପାଗ ଯୋଗୁଁ ବିମାନ ସେବା ପ୍ରଭାବିତ ହୋଇଛି।  ବର୍ଷା ଯୋଗୁଁ ୪୦ଟି ବିମାନର ଗତିପଥ ପରିବର୍ତ୍ତନ କରାଯାଇଛି। ୧୦୦ରୁ ଅଧିକ ବିମାନ ଚଳାଚଳରେ ବିଳମ୍ବ ହୋଇଛି। ପ୍ରବଳ ବର୍ଷା ଜାରି ରହିଥିବାରୁ ଦିଲ୍ଲୀ ଏନସିଆରର ବିଭିନ୍ନ ସ୍ଥାନରେ ବର୍ଷା ପାଣି ଜମି ରହିଛି। ଯାହାଫଳରେ ଦିଲ୍ଲୀ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ଏପରିକି ଯାତାୟାତ ମଧ୍ୟ ପୁରା ଠପ୍ ହୋଇପଡିଛି। ସେପଟେ ଦିଲ୍ଲୀ ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories