www.samajalive.in
Monday, December 15, 2025
26.1 C
Bhubaneswar

ସମ୍ବଲପୁରରେ ପ୍ରବଳ ବର୍ଷା: ହୀରକୁଦରେ ଖୋଲିଲା ଆଉ ୪ଟି ଗେଟ୍‍

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ସମ୍ବଲପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ପ୍ରବଳ ବର୍ଷା କାରଣରୁ ଘରେ ପାଣି, ବାହାରେ ମଧ୍ୟ ପାଣି ଜମିଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସେପଟେ ହୀରାକୁଦରେ ଆଜି ଆଉ ୪ଟି ଗେଟ୍‍ ଖୋଲାଯାଇଛି । ବର୍ତ୍ତମାନ ମୋଟ ୮ଟି ଗେଟ୍‍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଗେଟ୍‍ ଗୁଡିକ ପର୍ଯ୍ୟାୟକ୍ରମେ ଖୋଲାଯାଉଛି । ବାମ ପାଶ୍ୱର୍ରୁ ୫ଟି ଏବଂ ଡାହାଣ ପାଶ୍ୱର୍ରୁ ୩ଟି ଗେଟ୍‍ ଖୋଲାଯାଇଥିବା ସୂଚନା ମିଳିଛି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories