www.samajalive.in
Monday, December 15, 2025
26.1 C
Bhubaneswar

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

ସମାଜ ଡିଜିଟାଲ ଡେସ୍କ: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ ହୋଇଛି । ଆସନ୍ତା ୨୪ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିବ । ଗତ ୨୪ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରିରେ ସର୍ବାଧିକ ବର୍ଷା ହୋଇଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ଜିଲାକୁ ୟେଲୋ ଆଲର୍ଟ କରାଯାଇଛି । ଆସନ୍ତା ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories