www.samajalive.in
Friday, December 5, 2025
23.1 C
Bhubaneswar

୨୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏହି ସମୟ ମଧ୍ୟରେ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରି କି କେତେକ ଜିଲାରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ଵର ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ସତର୍କତା ଜାରି ହୋଇଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories