www.samajalive.in
Friday, December 12, 2025
14.1 C
Bhubaneswar

ଆଜିଠୁ ୩ ଦିନ ପ୍ରବଳ ବର୍ଷା

ସମାଜ ଡିଜିଟାଲ ଡେସ୍କ: ରବିବାରଠାରୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସତର୍କତା ଜାରି କରାଯାଇଛି। ରବିବାର ପାଇଁ ରାଜ୍ୟର ୨୪ ଜିଲାରେ ବର୍ଷା ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୬ଟି ଜିଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କୁହାଯାଇଛି। ଏହି ୬ଟି ଜିଲା ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ଵର।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories