www.samajalive.in
Sunday, December 7, 2025
26.1 C
Bhubaneswar

ଉତ୍ତର ଭାରତରେ ପ୍ରବଳ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ: ଉତ୍ତର ଭାରତରେ ଜାରି ରହିଛି ଶୀତ ଲହରୀ। ପ୍ରବଳ ଥଣ୍ଡା ସାଙ୍ଗକୁ ତୁଷାରପାତ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଜମ୍ମୁ କାଶ୍ମୀର , ଲଦାଖ , ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ପ୍ରବଳ ତୁଷାରପାତ ହୋଇଛି। ଲଦାଖରେ ପ୍ରଥମଥର ପାଇଁ ତୁଷାରପାତ ହୋଇଛି। ସେପଟେ ଜମ୍ମୁ କାଶ୍ମୀର ଡୋଡାରେ ରାସ୍ତାଘାଟ, ଘରଦ୍ବାର ସବୁକିଛି  ବରଫର ଚାଦର ତଳେ ଘୋଡାଇ ହୋଇରହିଛି । ତୁଷାରପାତ ଯୋଗୁଁ ସ୍ଥାନୀୟ ଲୋକଙ୍କର ସମସ୍ୟା ବଢିଥିବାବେଳେ ପ୍ରକୃତିର ଏହି ମନୋରମ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଦେଶର କୋଣ ଅନୁକୋଣରୁ ପର୍ଯ୍ୟଟକ ମାନଙ୍କର ସୁଅ ଛୁଟିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories