www.samajalive.in
Monday, December 15, 2025
15.1 C
Bhubaneswar

ମଙ୍ଗଳବାରରେ ତିନି ଜିଲ୍ଲାରେ ଅତି ପ୍ରବଳ ବର୍ଷା-୧୩ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର – ଲଘୁଚାପ ପ୍ରଭାବରେ ରାଜ୍ୟର ତିନୋଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ପକ୍ଷରୁ ଜାରି କରାଯାଇଥିବା ସୂଚନାରେ କୋରାପୁଟ,ନବରଙ୍ଗପୁର ଏବଂ ମାଲକାନଗିରିରେ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ମଙ୍ଗଳବାରେର ଏହି ଅଞ୍ଚଳର ବାସିନ୍ଦା ଅତି ପ୍ରବଳ ବର୍ଷାକୁ ସମ୍ଭାବନା ଯୋଗୁଁ ସତର୍କ ରହିବା ପାଇଁ କୁହାଯାଇଛି ।

୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବସୂଚନା ଜାରି କରାଯାଇିଛି । ଏହି ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ସୋନପୁର, ରାୟଗଡା, କନ୍ଧମାଳ, ବୌଦ୍ଧ, ନୂଆପଡା, ବଲାଙ୍ଗୀର ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି

- Advertisement -

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଆଉ କିଛି ଦିନ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଯୋଗୁଁ ଅଗଷ୍ଟରେ ଦେଖାଯାଇଥିବା ନିଅଣ୍ଟିଆ ବର୍ଷା ଭରଣା ହୋଇପାରେ ବୋଲି ଆଶା କରାଯାଉଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories