www.samajalive.in
Saturday, December 13, 2025
26.1 C
Bhubaneswar

୧୭ ତାରିଖରୁ ବଢିବ ଶୀତ

ଭୁବନେଶ୍ବର : ଆଉ ୪ ଦିନ ପରେ ପୁଣି ଶୀତ ବଢିବ । ସ୍ବଭାବିକ ଠାରୁ ୨-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଅନୁମାନ କରିଛି । ୧୭ ତାରିଖରୁ ରାଜ୍ୟରେ ପୁଣି ଶୀତ ବଢିବ ବୋଲି ବିଭାଗ ଆକଳନ କରିଛି । ଏହା ସହ କିଛି ଜିଲାରେ ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories