www.samajalive.in
Saturday, December 6, 2025
17.1 C
Bhubaneswar

ନାମାଙ୍କନ ଭରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର: ଆଜି ନାମାଙ୍କନ ଭରିବେ ବହୁ ହେଭିଓ୍ବେଟ୍ ନେତା। ଲୋକସଭା ନିର୍ବାଚନ ପାଇଁ ଆଜି ୪ ହେଭିଓ୍ବେଟ୍ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ପୁରୀରୁ ବିଜେଡି ଲୋକସଭା ପ୍ରାର୍ଥୀ ଅରୁପ ପଟ୍ଟନାୟକ ନାମାଙ୍କନ ଭରିବେ । ସେହିପରି ଭୁବନେଶ୍ୱର ଲୋକସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ନାମାଙ୍କନ ଦାଖଲ କରିବେ। ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରି ମନ୍ମଥ ନାମାଙ୍କନ ଭରିବାକୁ ଯାଇଛନ୍ତି। ସେପଟେ ସମ୍ବଲପୁର ଲୋକସଭା ଆସନରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆଜି ମା ସମଲେଶ୍ଵରୀଙ୍କୁ ଦର୍ଶନ କରିବା ପରେ ନାମାଙ୍କନ ଭରିବାକୁ ଯିବାର କାର୍ଯ୍ୟକ୍ରମ ରହିଛି। ଅନ୍ୟପଟେ କନ୍ଧମାଳରୁ ଆଜି ନାମାଙ୍କନ ଭରିବେ ବିଜେଡି ଲୋକସଭା ପ୍ରାର୍ଥୀ ଡ.ଅଚ୍ୟୁତ ସାମନ୍ତ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories