ହେଲିକପ୍ଟର ଦୁର୍ଘଟଣା, ୨ ପାଇଲଟ ମୃତ ଦେଶ-ବିଦେଶନିଉଜ ଆଲର୍ଟବଡ଼ ଖବର By samajalive On May 12, 2022 Share ରାୟପୁର: ଛତିଶଗଡ଼ର ରାୟପୁର ବିମାନବନ୍ଦରରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟର ଦୁର୍ଘଟଣାରେ ୨ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଖରାପ ପାଗ ଯୋଗୁ ଟ୍ରେନିଂବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ହେଲିକପ୍ଟର। Share FacebookTwitterWhatsApp
Comments are closed.