www.samajalive.in
Monday, December 15, 2025
26.1 C
Bhubaneswar

ସୋରେନଙ୍କୁ ମିଳିଲାନି ଅନ୍ତରୀଣ ଜାମିନ

ରାଞ୍ଚି : ଝାଡ଼ଖଣ୍ଡର ପିଏମଏଲଏ (ପ୍ରିଭେନସନ ଅଫ୍‌ ମନି ଲଣ୍ଡରିଂ ଆକ୍ଟ) ଅଦାଲତ ଶନିବାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ସୂଚନାଯୋଗ୍ୟ ବଡବାପା ରାଜା ରାମ ସୋରେନଙ୍କର ଶନିବାର ମୃତ୍ୟୁ ହୋଇଥିବାରୁ ହେମନ୍ତ ୧୩ ଦିନ ଅନ୍ତରୀଣ ଜାମିନ ପାଇବାକୁ ଅଦାଲତରେ ଆବେଦନ କରିଥିଲେ। ରାଜାରାମ ହେଉଛନ୍ତିି ହେମନ୍ତଙ୍କ ପିତା ଶିବୁ ସୋରେନଙ୍କ ବଡ ଭାଇ। ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଜାନୁଆରୀ ୩୧ରେ ହେମନ୍ତଙ୍କୁ ଗିରଫ କରିଥିଲା।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories