www.samajalive.in
Sunday, December 7, 2025
18.1 C
Bhubaneswar

କେଜ୍ରିଓ୍ବାଲଙ୍କ ଉଦାହରଣ ଦେଲେ, କିନ୍ତୁ ହେମନ୍ତ ସୋରେନଙ୍କୁ ମିଳିଲାନି ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ହେମନ୍ତ ସୋରେନଙ୍କ ଓକିଲ କପିଲ ସିବଲ୍‌ ଅନେକ ଯୁକ୍ତି ଉପସ୍ଥାପନ କରିଥିଲେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ମିଳିଥିବା ଜାମିନର ଉଦାହରଣ ମଧ୍ୟ ଦେଲେ, କିନ୍ତୁ ସୁପ୍ରିମକୋର୍ଟ ହେମନ୍ତ ସୋରେନଙ୍କୁ ଅନ୍ତରୀଣ ଜାମିନ ଦେବାକୁ ମନା କରି ଦେଇଛନ୍ତି। ଜମି ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଗିରଫଦାରୀ ବିରୋଧରେ ସୋରେନ କରିଥିବା ଆବେଦନକୁ ଝାଡ଼ଖଣ୍ଡ ହାଇକୋର୍ଟ ଖାରଜ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ ହେମନ୍ତ ସୋରେନ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories