ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍

ନୂଆଦିଲ୍ଲୀ : ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍ । ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍ ଗୁରୁବାର ସନ୍ଧ୍ୟାରେ ରାଜଭବନରେ ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି । ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ଚମ୍ପାଇ ସୋରେନ୍ ଇସ୍ତଫା ଦେଇଥିଲେ ।

Comments are closed.