www.samajalive.in
Sunday, December 14, 2025
23.1 C
Bhubaneswar

ଆଇନ୍‍ କଡା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ- ରାଜ୍ୟପାଳ

ଭୁବନେଶ୍ୱର: ଏଫ୍‍ଏମ୍‍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି । ଏହି ଖବର ଶୁଣି ଗଭୀର ମର୍ମାହତ ଥିବା କହିଲେ ରାଜ୍ୟପାଳ । ରାଜ୍ୟପାଳ କହିଛନ୍ତି ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ । ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି । ଘଟଣାରେ ପୀଡିତାଙ୍କ ପରିବାରକୁ ନ୍ୟାୟ ମିଳିବ । ଯେଉଁମାନେ ସଂପୃକ୍ତ ଅଛନ୍ତି ସେମାନଙ୍କ ପାଇଁ ଆଇନ୍‍ କଡା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ ବୋଲି ରାଜ୍ୟପାଳ କହିଛନ୍ତି ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories