www.samajalive.in
Saturday, December 6, 2025
15.1 C
Bhubaneswar

୨୦ ଲକ୍ଷର ବ୍ରାଉନସୁଗାର ଜବତ

ପୁରୀ : ପୁରୀ ଜିଲା ସିଦ୍ଧ ମହାବୀର ଲେବଲ କ୍ରସିଂରୁ ୨୦୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ଗୁରୁବାର ଜଣାପଡ଼ିଛି। ଟ୍ରେନ ଯୋଗେ ବାଲେଶ୍ୱରରୁ ଚାଲାଣ ବେଳେ ଅବକାରୀ ବିଭାଗ ଦ୍ୱାରା ଏହା ଜବତ ହୋଇଛି। ଏହାସହ ସମ୍ପୃକ୍ତ ଘଟଣାରେ ୨ ବ୍ରାଉନସୁଗାର ବେପାରୀଙ୍କୁ ମଧ୍ୟ ଅବକାରୀ ବିଭାଗ ଗିରଫ କରିଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୨୦ ଲକ୍ଷ ଟଙ୍କା ହେବ। ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି ସୂଚନା ମିଳିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories