www.samajalive.in
Saturday, December 6, 2025
15.1 C
Bhubaneswar

କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର : ବାଲେଶ୍ୱରରୁ ଏକ କୋଟିରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ ହୋଇଥିବା ନେଇ ବୁଧବାର ଖବର ମିଳିଛି। ଲକ୍ଷ୍ମଣନାଥ ତନଖି ଫାଟକ ନିକଟରୁ ଜଣେ ବ୍ୟକ୍ତିଙ୍କ ନିକଟରୁ ଦେଢ କେଜିର ବ୍ରାଉନସୁଗାର କ୍ରାଇମବ୍ରାଞ୍ଚ ଏସଟିଏଫ ଚଢାଉ କରି ଜବତ କରିଛି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories