www.samajalive.in
Friday, December 5, 2025
20.1 C
Bhubaneswar

ଚା’ ଦୋକାନରୁ ୨୭ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ; ୨ ଗିରଫ

କଟକ : କଟକ ଜିଲା ଜଗତପୁରରେ ଏକ ଚା’ ଦୋକାନରୁ ମଙ୍ଗଳବାର ବ୍ରାଉନସୁଗାର ଜବତ ହୋଇଥିବା ନେଇ ଖବର ମିଳିଛି। ଜଗତପୁରରେ ଥିବା ଚା’ ଦୋକାନରୁ ପ୍ରାୟ ୨୭୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୨୭ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି। ଏହାସହ ସମ୍ପୃକ୍ତ ଘଟଣାରେ ଦୋକାନୀ ସମେତ ୨ ଜଣଙ୍କୁ ଗିରଫ କରାଯାଇଛି। ଏନେଇ କଟକ ଡିସିପି ପ୍ରତୀକ ସିଂ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories