www.samajalive.in
Sunday, December 7, 2025
26.1 C
Bhubaneswar

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ପୁଣି ବ୍ରାଉନସୁଗାର ଜବତ ହୋଇଛି। ପ୍ରାୟ କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ ହେବା ସହ ଏହି ଘଟଣାରେ ୨ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ଆଜି କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ ରସୁଲଗଡ ଅଞ୍ଚଳରେ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଛି। ଉକ୍ତ ଗିରଫ ହୋଇଥିବା ବେପାରୀ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡିଛି। ସେମାନଙ୍କ ନିକଟରୁ ୧ କିଲୋ ୨୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଘଟଣାର ତଦନ୍ତ ଜାରି ରହିଛି।

 

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories