www.samajalive.in
Saturday, December 13, 2025
21.1 C
Bhubaneswar

ଓଡ଼ିଶାରେ ହାଇ ଆଲର୍ଟ

ଭୁବନେଶ୍ୱର : ପୁଲୱାମା ଆତ୍ମାଘାତୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତୀୟ ବାୟୁ ସେନା ପାକିସ୍ତାନ ଅଧିକୃତ କାଶ୍ମୀର ଉପରେ ବିସ୍ପୋରଣ କରି ପ୍ରତିଶୋଧ ନେଇଛି। ଏହି ଘଟଣା ପରେ ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ହାଇ ଆଲର୍ଟ ଜାରି କରାଯାଇଛି। ସମସ୍ତ ଜିଲାର ଏସପିଙ୍କୁ ଆଲର୍ଟ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାରେ ବଡ ବଡ ପ୍ରତିଷ୍ଠାନର ସୁରକ୍ଷାକୁ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି।
ଓଡ଼ିଶାରେ ଥିବା ପ୍ରତିରକ୍ଷା ମନ୍ତ୍ରାଳୟର ଗୁରୁତ୍ୱପୁର୍ଣ୍ଣ ଏବଂ ସମ୍ବେଦନଶୀଳ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିବାର ଆଶଙ୍କା ରହିଛି। ଏହି ସ୍ଥାନ ଗୁଡିକ ମଧ୍ୟରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି, ଚାରି ବାଟିଆ ଗୋଇନ୍ଦା ବିମାନ ଅବତରଣ କେନ୍ଦ୍ର, ସୁନାବେଢା ବିମାନ ଇଞ୍ଜିନ କାରଖାନା ଏବଂ ସଇଁତଳା ଗୋଳାବାରୁଦ କାରଖାନା ପ୍ରମୁଖ ରହିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

Related Articles

Popular Categories