www.samajalive.in
Monday, December 15, 2025
24.1 C
Bhubaneswar

ପୁରୀରେ ହାଇଆଲର୍ଟ ଜାରି

ସମାଜଲାଇଭ ଡେସ୍କ: ଦିଲ୍ଲୀ ଲାଲ୍‌ କିଲ୍ଲା ନିକଟରେ ବିସ୍ଫୋରଣ ପରେ ପୁରୀରେ ହାଇଆଲର୍ଟ ଜାରି କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସପି ପ୍ରତିକ ସିଂହ। ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆତଙ୍କବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ତେଣୁ ଦେଶର ଅନ୍ୟ ପ୍ରମୁଖ ସହରଗୁଡ଼ିକରେ ହାଇଆଲର୍ଟ ଜାରି କରାଯାଇଛି। ହରିୟାଣା ସମେତ ମୁମ୍ବଇରେ ବି ହାଇଆଲର୍ଟ ଜାରି ହୋଇଛି। ସେହିପରି ପୁରୀ ଏକ ଗୁରୁତ୍ଵପୂର୍ଣ୍ଣ ଏବଂ ସମ୍ବେଦନଶୀଳ ସ୍ଥାନ ହୋଇଥିବାବେଳେ ଏହା ପୂର୍ବରୁ ମଧ୍ୟ ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଆସିଛି। ତେଣୁ ପୁରୀରେ ହାଇଆଲର୍ଟ ଜାରି କରାଯାଇଥିବା ଜଣାଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories