www.samajalive.in
Friday, December 12, 2025
14.1 C
Bhubaneswar

ରାଜ୍ୟବ୍ୟାପୀ ଆଇନଜୀବୀଙ୍କ ଆନ୍ଦୋଳନ

ଭୁବନେଶ୍ବର: ହାଇକୋର୍ଟ ବାର୍ ଅସୋସିଏସନ୍ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆଜି ରାଜ୍ୟସ୍ତରୀୟ ଆଇନଜୀବୀମାନେ ସମସ୍ତ କୋର୍ଟ ବର୍ଜନ କରିଛନ୍ତି। ଏହା ସହ ରାଜ୍ୟର ସମସ୍ତ ବାର୍ ଆସୋସିଏସନ ପ୍ରତିନିଧିଙ୍କୁ ନେଇ ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଛି। ହାଇକୋର୍ଟରେ ଖାଲି ପଡ଼ିଥିବା ବିଚାରପତି ପଦ ପୂରଣ, ହାଇକୋର୍ଟଙ୍କ ପକ୍ଷରୁ ରୁଜୁ ଅଦାଲତ ଅବମାନନା ମାମଲା ଓ ଅନ୍ୟାନ୍ୟ ବିଷୟ ଉପରେ ଏହି ବେଠକରେ ଆଲୋଚନା ହୋଇଛି। ମିଳିତ ବୈଠକର ନିଷ୍ପତ୍ତି ଅନୁସାରେ ଭବିଷ୍ୟତ କାର୍ୟ୍ୟପନ୍ଥା ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories