www.samajalive.in
Sunday, December 7, 2025
14.1 C
Bhubaneswar

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟ ନୋଟିସ୍‌

ଭୁବନେଶ୍ଵର: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌। ରାଉରକେଲା ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ବିଧାୟକଙ୍କୁ ଏହି ନୋଟିସ୍‌ ଜାରି କରିଛନ୍ତି ହାଇକୋର୍ଟ। ପ୍ରତିପକ୍ଷ ଦିଲ୍ଲୀପ ରାୟଙ୍କ ମାମଲା ଆଧାରରେ ଅଦାଲତ ତାଙ୍କୁ ଏହି ନୋଟିସ୍‌ କରିଛନ୍ତି। ଅଗଷ୍ଟ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories