www.samajalive.in
Monday, December 8, 2025
27.1 C
Bhubaneswar

ଇଡି ସମନ ଉପରେ ରୋକ ଲଗାଇଲେ ଉଚ୍ଚ ନ୍ୟାୟାଳୟ

ଡେସ୍କ: ତାମିଲନାଡୁରେ ବେଆଇନ ବାଲି ଖନନ ଅଭିଯୋଗରେ ଅର୍ଥ ହେରଫେର ନେଇ ଯାଞ୍ଚ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଜାରି ସମନ ଉପରେ ମାଡ୍ରାସ ଉଚ୍ଚ ନ୍ୟାୟାଳୟ ରୋକ ଲଗାଇଛନ୍ତି। ଇଡି ଏହି ଘଟଣାରେ ପାଞ୍ଚ ଜଣ ଜିଲ୍ଲାପାଳଙ୍କୁ ହାଜର ହେବାକୁ ସମନ ଜାରି କରିଥିଲା। ବିଚାରପତି ଏସ ଏସ୍ ସୁନ୍ଦର ଏବଂ ସୁନ୍ଦର ମୋହନଙ୍କ ଖଣ୍ଡପୀଠ ତାମିଲନାଡୁ ମୁଖ୍ୟ ଶାସନ ସଚିବ କେ ନନ୍ଥା କୁମାରଙ୍କ ଦ୍ୱାରା ଆଗତ ଆବେଦନ ଉପରେ ମଧ୍ୟବର୍ତ୍ତୀକାଳୀନ ରହିତାଦେଶ ଜାରି କରିଛନ୍ତି। ଖଣ୍ଡପୀଠ କହିଛନ୍ତି ଯେ ରାଜ୍ୟରେ ହୋଇଥିବା ବେଆଇନ ଖଣି ଖନନ ଉପରେ ଇଡି ଏହାର ତଦନ୍ତ ଜାରି ରଖିପାରିବ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories