www.samajalive.in
Monday, December 15, 2025
26.1 C
Bhubaneswar

ଗୋଣ୍ଡା ରେଳ ଲାଇନଚ୍ୟୁତ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲା ରେଳ ମନ୍ତ୍ରାଳୟ

ଡେସ୍କ: ଗୋଣ୍ଡା ଟ୍ରେନ୍ ଲାଇନଚ୍ୟୁତ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରେଳ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ଏହି ତଦନ୍ତ ରେଳ ସୁରକ୍ଷା କମିଶନରଙ୍କ ତଦନ୍ତ ଠାରୁ ଅଲଗା ହେବ। ଏଥିସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ଅଢ଼େଇ ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories