ଗୋଣ୍ଡା ରେଳ ଲାଇନଚ୍ୟୁତ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲା ରେଳ ମନ୍ତ୍ରାଳୟ
ଡେସ୍କ: ଗୋଣ୍ଡା ଟ୍ରେନ୍ ଲାଇନଚ୍ୟୁତ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରେଳ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ଏହି ତଦନ୍ତ ରେଳ ସୁରକ୍ଷା କମିଶନରଙ୍କ ତଦନ୍ତ ଠାରୁ ଅଲଗା ହେବ। ଏଥିସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ଅଢ଼େଇ ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି।
Copy and paste this URL into your WordPress site to embed
Copy and paste this code into your site to embed