www.samajalive.in
Sunday, December 7, 2025
26.1 C
Bhubaneswar

ପୌର ନିର୍ବାଚନ ପାଇଁ ହାଇକୋର୍ଟରେ ମାମଲା ଦାଏର

ଭୁବନେଶ୍ବର: ରାଜ୍ୟରେ ତୁରନ୍ତ ପୌର ନିର୍ବାଚନ କରିବାକୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ୩ଜଣଙ୍କ ପକ୍ଷରୁ ୩ଟି ପୃଥକ ପୃଥକ ମାମଲା ଦାଏର ହୋଇଛି। ଭୁବନେଶ୍ବର ପାଇଁ ପୂର୍ବତନ ପ୍ରଶାସକ ପ୍ରସନ୍ନ ମିଶ୍ରଙ୍କ ପିଟିସନ ଦାଖଲ କରିଥିବାବେଳେ କଟକ ପାଇଁ ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପିଟିସନ ଦାଖଲ କରିଛନ୍ତି। ସେହିପରି ପୁରୀ ପାଇଁ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ଦ୍ବାରା ପିଟିସନ ଦାଖଲ କରାଯାଇଛି। ୩ଟିଯାକ ମାମଲାର ଆଡଭୋକେଟ ଅଛନ୍ତି ପୀତାମ୍ବର ଆଚାର୍ଯ୍ୟ। ସେ ଏହି ୩ଟି ଯାକ ମାମଲାର ପରିଚାଳନା କରିବେ ବୋଲି ସୂଚନା ମିଳିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories