www.samajalive.in
Monday, December 8, 2025
20.1 C
Bhubaneswar

ସକାଳୁଆ ଚାଲିବ ଉଚ୍ଚ ଶିକ୍ଷାନୁଷ୍ଠାନ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚ ଶିକ୍ଷାନୁଷ୍ଠାନଗୁନିକୁ ସକାଳ ସମୟରେ ଚାଲୁ ରଖିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୋମବାର ଏସଓପି ଜାରି କରାଯାଇଛି। ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ସକାଳୁଆ କ୍ଲାସ ହେବ ଏବଂ ସକାଳୁଆ ପରୀକ୍ଷା ଅନୁଷ୍ଠିତ ହେବ। ଅନୁଷ୍ଠାନଗୁଡ଼ିକରେ ପାନୀୟଜଳ ଏବଂ ଓଆରଏସ ମହଜୁଦ ରଖିବାକୁ ସରକାର ନିର୍ଦେଶ ଦେଇଛନ୍ତି। କଲେଜ ଏବଂ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ପ୍ରାଥମିକ ଚିକିତ୍ସା ସାମଗ୍ରୀ ରଖାଯିବ। ଏସଓପି ପାଳନର ତଦାରଖ ଲାଗି ସ୍କ୍ବାଡ୍ ଗଠନ କରାଯିବ। ସବୁ ବିଶ୍ଵବିଦ୍ୟାଳୟର କୁଳସଚିବ ଏବଂ କଲେଜ ଅଧ୍ୟକ୍ଷକଙ୍କୁ ଏ ନେଇ ବିଭାଗ ପକ୍ଷରୁ ଚିଠି ଲେଖି ନିର୍ଦେଶ ଦିଆଯାଇଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories