www.samajalive.in
Sunday, December 7, 2025
14.1 C
Bhubaneswar

୨୦୧୬ ପରେ ସର୍ବାଧିକ, ଜୁଲାଇ ମାସରେ ୬ ଶହ କୋଟି ୟୁପିଆଇ କାରବାର

ଡେସ୍କ: ଗତ ଜୁଲାଇ ମାସରେ ୟୁପିଆଇ ମାଧ୍ୟମରେ ୬ ଶହ କୋଟି ଟଙ୍କାର କାରବାର ହୋଇଛି। ଏ ନେଇ ସନ୍ତୋଷ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨୦୧୬ ପରଠାରୁ ଏହା ସର୍ବାଧିକ ବୋଲି ଜଣାପଡ଼ିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଟ୍ୱିଟ୍‍ ପରେ ଶ୍ରୀ ମୋଦୀ କହିଛନ୍ତି ଯେ ନୂଆ ବୈଷୟିକ ଜ୍ଞାନର ବ୍ୟବହାର କରିବା ଓ ଅର୍ଥନୀତିକୁ ସ୍ୱଚ୍ଛ ରଖିବା ପାଇଁ ଭାରତର ଜନସାଧାରଣଙ୍କ ସାମୂହିକ ସଂକଳ୍ପବଦ୍ଧତାର ଏଥିରୁ ସୂଚନା ମିଳୁଛି। ସେ କହିଛନ୍ତି, କୋଭିଡ ସଂକ୍ରମଣ ସମୟରେ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ବହୁମାତ୍ରାରେ ସହାୟକ ହୋଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories