www.samajalive.in
Wednesday, December 10, 2025
18.1 C
Bhubaneswar

ହିମା ଦାସଙ୍କ ଆଉ ଏକ ସଫଳତା:୧୫ ଦିନରେ ଜିତିଲେ ୪ର୍ଥ ସ୍ୱର୍ଣ୍ଣ ପଦକ

ତାବୋର(ଚେକ୍‍ ଗଣତନ୍ତ୍ର): ଭାରତର ମହିଳା ଆଥଲେଟ ହିମା ଦାସ ୧୫ ଦିନ ମଧ୍ୟରେ ୪ର୍ଥ ସ୍ୱର୍ଣ୍ଣ ପଦକ ଜିତି ରେକର୍ଡ କରିଛନ୍ତି। ଚେକ୍‍ ଗଣତନ୍ତ୍ରର ତାବୋରଠାରେ ଚାଲିଥିବା ଦୌଡ଼କୁଦ ପ୍ରତିଯୋଗିତାରେ ହିମା ଦାସ ୨୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ସ୍ୱର୍ଣ୍ଣପଦକ ଜିତିଛନ୍ତି । ବୁଧବାର ରାତିରେ ଅନୁଷ୍ଠିତ ପ୍ରତିଯୋଗିତାରେ ହିମା ୨୩.୨୫ ସେକେଣ୍ଡରେ ଏହି ଦୂରତା ଅତିକ୍ରମ କରିଥିଲେ। ଅନ୍ୟପକ୍ଷରେ ଭି.କେ. ବିସ୍ମୟ ୨୩. ୪୩ ସେକେଣ୍ଡରେ ଏହି ଦୂରତା ଅତିକ୍ରମ କରି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories