www.samajalive.in
Saturday, December 6, 2025
19.1 C
Bhubaneswar

ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ ଜୀବନ୍ତ ଦଗ୍ଧ

ଚମ୍ବା : ହିମାଚଳ ପ୍ରଦେଶର ଚମ୍ବା ଜିଲାର ତିସା ଥାନା ଅନ୍ତର୍ଗତ ଅଞ୍ଚଳରେ ସୋମବାର ବିଳମ୍ବିତ ରାତି ପ୍ରାୟ ୨ଟା ୩୦ରେ ଏକ ଘରେ ହଠାତ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଏଥିରେ ଗୋଟିଏ ପରିବାରର ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଏହାସହ ଜଣେ ମହିଳା ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଖବର ପାଇ ଉଦ୍ଧାରକାରୀ ଦଳ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ଏଯାଏଁ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories