www.samajalive.in
Thursday, December 11, 2025
16.1 C
Bhubaneswar

ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ହିମନ୍ତ ବିଶ୍ୱଶର୍ମା : ୮ଟି ସ୍ଥାନରେ କରିବେ ପ୍ରଚାର

ଭୁବନେଶ୍ଵର: ଶେଷ ପର୍ଯ୍ୟାୟ ନିର୍ବାଚନ, ଶେଷ ପର୍ଯ୍ୟାୟ ପ୍ରଚାର । ମୈଦାନରେ ହେଭିଓ୍ବେଟ୍ ନେତା ଏବଂ ତାଙ୍କ ପାଇଁ କ୍ୟାମ୍ପେନର ମଙ୍ଗ ଧରିଛନ୍ତି ଷ୍ଟାର୍‌ ପ୍ରଚାରକ। ଓଡିଶାରେ ବିଜେପିର ଟପ୍ କେନ୍ଦ୍ରୀୟ ନେତା। ଆଜିଠୁ ପୁଣିଥରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା।। ଆଜି ଏବଂ ମଙ୍ଗଳବାର ୮ଟି ସ୍ଥାନରେ ପ୍ରଚାର କରିବେ। ଆଜି ଭଦ୍ରକ, ଯାଜପୁର , କେନ୍ଦ୍ରାପଡା ଏବଂ କାକଟପୁରରେ କ୍ୟାମ୍ପେନ୍ କରିବେ ବିଶ୍ଵଶର୍ମା। ମଙ୍ଗଳବାର ରାଇରଙ୍ଗପୁର , ମୋରଡା, ସୋର ଏବଂ ଜଗତସିଂହପୁରରେ ହିମନ୍ତଙ୍କର ଜନସଭା କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ମଧ୍ୟ ଆଜି ଏବଂ ମଙ୍ଗଳବାର କେନ୍ଦ୍ରାପଡା ଏବଂ ଭଦ୍ରକରେ ସାଧାରଣ ସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories