www.samajalive.in
Monday, December 8, 2025
13.1 C
Bhubaneswar

ଦ୍ଵିତୀୟ ଦିନରେ ହିମନ୍ତଙ୍କ ପ୍ରଚାର

ମୟୁରଭଞ୍ଜ:  ଆଜି ଦ୍ଵିତୀୟ ଦିନରେ ବିଜେପି ପାଇଁ ମାରାଥନ କ୍ୟାମ୍ପେନ୍ କରିବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା। ମୟୁରଭଞ୍ଜ ରାଇରଙ୍ଗପୁରରେ ରୋଡ୍ ଶୋ ରେ ସେ ଯୋଗଦେବେ। ପରେ ମୋରଡା ନିର୍ବାଚନ ମଣ୍ଡଳୀର ଶୁଳିଆପଦା, ସୋର ରଘୁନାଥପୁର ଓ ଜଗତସିଂହପୁରଠାରେ ବିଜେପି ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ। ଏବଂ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ। ସୋମବାର ହିମନ୍ତ ବିଶ୍ଵଶର୍ମା ବିଭିନ୍ନ ସ୍ଥାନରେ ସରଗରମ ପ୍ରଚାର କରିଥିଲେ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories