www.samajalive.in
Sunday, December 7, 2025
26.1 C
Bhubaneswar

ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍

ଗୌହାଟୀ : ଆସାମ ମୁଖ୍ୟମନ୍ତ୍ରୀଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍ କରିବାକୁ ଉଦ୍ୟମ କରାଯାଇଛି । ଏ ନେଇ ନିଜେ ମୁଖ୍ୟମନ୍ତ୍ରୀ ହେମନ୍ତ ଶର୍ମା ଏକ୍ସରେ ସୂଚନା ଦେଇଛନ୍ତି। ପାକିସ୍ତାନୀ ହ୍ୟାକର ମାନେ ତାଙ୍କ ଫେସବୁକ୍ ଆକାଉଣ୍ଟକୁ ବି ହ୍ୟାକ୍ କରିବାକୁ ଚେଷ୍ଟା କରିଥିବା ସେ ଉଲ୍ଲେଖ କରିଛନ୍ତି। ହିମନ୍ତ ତାଙ୍କ ଫେସବୁକ ଆକାଉଣ୍ଟ ସେଟିଙ୍ଗର ଏକ ସ୍କ୍ରିନସଟ ସେୟାର କରିଛନ୍ତି ।  ଭାରତର ଚାରି ଜଣ ଏବଂ ପାକିସ୍ତାନର ଜଣେ ବ୍ୟକ୍ତି ଏହାକୁ ପରିଚାଳନା କରୁଥିବା ଦର୍ଶାଯାଇଛି । ବର୍ତ୍ତମାନ ହିମନ୍ତ ବିଶ୍ୱ ଶର୍ମାଙ୍କ ଆକାଉଣ୍ଟ ସମ୍ପୂର୍ଣ୍ଣ ରିକଭର ହୋଇଛି । ତେବେ​‌ ଏଭଳି ଉଦ୍ୟମ କରୁଥିବା ଲୋକଙ୍କୁ ଚିହ୍ନଟ କରିବା ଲାଗି ତଦନ୍ତ ଜାରି ରହିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories