ହିନ୍ଦୋଳ : ଢେଙ୍କାନାଳର ହିନ୍ଦୋଳ ବନାଞ୍ଚଳ କଲଣ୍ଡା ଗାଁରେ ଶୁକ୍ରବାର ଦନ୍ତାହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ବୃଦ୍ଧ ଜଣକ ଆମ୍ବ ବଗିଚାକୁ ଯାଇଥିବା ବେଳେ ହାତୀ ତାଙ୍କୁ ଦଳି ଦେଇଥିଲା । ଖବର ପାଇ ପୁଲିସ ଓ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
ଆହୁରି ୨ ଦିନ ଲାଗି ରହିବ କାଳବୈଶାଖୀ; ଏହି ଜିଲାକୁ ସତର୍କ ସୂଚନା ଜାରି
- Advertisement -



