www.samajalive.in
Sunday, December 7, 2025
23.1 C
Bhubaneswar

ଦୁର୍ଘଟଣାରେ ଚାଲିଗଲା ଫରେଷ୍ଟରଙ୍କ ଜୀବନ

ହିନ୍ଦୋଳ : ବାଇକ ଦୁର୍ଘଟଣାରେ ଚାଲିଗଲା ଫରେଷ୍ଟରଙ୍କ ଜୀବନ। ହିନ୍ଦୋଳ ଅଞ୍ଚଳରେ ସୋମବାର ଏହି ଦୁର୍ଘଟଣା ଘଟିଛି। ମୃତ ଫରେଷ୍ଟର ହେଉଛନ୍ତି ତରୁଣସେନ ପଟ୍ଟନାୟକ। ତାଙ୍କର ଘର ଗିରିଧରପ୍ରସାଦ ଅଞ୍ଚଳରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ସେ ନୟାଗଡରେ ଫରେଷ୍ଟର ଭାବେ କାର୍ଯ୍ୟରତ ଥିଲେ। ବାଇକ୍‌‌ରେ ନିଜ ଘରକୁ ଫେରିବା ବାଟରେ ଦୁର୍ଘଟଣାର ଶିକାର ହୋଇଛନ୍ତି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories