www.samajalive.in
Wednesday, December 10, 2025
26.1 C
Bhubaneswar

ଆଠଗଡ଼-ତିଗିରିଆ ହିନ୍ଦୁ ସମାଜ ପକ୍ଷରୁ ବିକ୍ଷୋଭ

ତିଗିରିଆ : ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ହୋଇଥିବା ଆକ୍ରମଣ ଓ ପଣାସଂକ୍ରାନ୍ତି ଅବସରରେ ଜନୈକ ବ୍ୟକ୍ତିଙ୍କୁ ନିର୍ମମ  ହତ୍ୟା ପ୍ରତିବାଦରେ ହିନ୍ଦୁ ସମାଜ ଆଠଗଡ଼ ତିଗିରିଆ ଶାଖା ପକ୍ଷରୁ ହିନ୍ଦୁ ଆକ୍ରୋଶ ବିକ୍ଷୋଭ ବିଜେପିର ବରିଷ୍ଠ ନେତା ବ୍ରଜେନ୍ଦ୍ର ରାୟଙ୍କ ନେତୃତ୍ବରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ହିନ୍ଦୁ ସମାଜ ପକ୍ଷରୁ କର୍ମୀମାନେ ଏକ ବାଇକ ଶୋଭାଯାତ୍ରାରେ ଆସି ତିଗିରିଆ ଥାନା ଆଗରେ ପ୍ରତିବାଦ ସଭା କରିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାମ ନାରାୟଣ ମହାନ୍ତି,  ସନ୍ତୋଷ କୁମାର ରାଉତ,  ଚିନ୍ମୟ ମଲ୍ଲିକ  ବରିଷ୍ଠ ନେତା ଶଙ୍କର୍ଷଣ ମହାନ୍ତି, ସ୍ମୃତି ରଞ୍ଜନ ଦାସ ପ୍ରମୁଖ ଯୋଗଦେଇ ଥିବାବେଳେ ଜଗଦାନନ୍ଦ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories