ହୀରାକୁଦ : ଉପର ମୁଣ୍ଡରେ ବର୍ଷା କମିଥିବାରୁ ଜଳ ଭଣ୍ଡାରକୁ ଜଳ ପ୍ରବାହ କମିଯାଇଛି। ତେବେ ହୀରାକୁଦର ଡ୍ୟାମର ଆଉ ତିନୋଟି ଫାଟକକୁ ବନ୍ଦ କରାଯାଇଛି। ଏବେ ମୋଟ୍ ୦୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିବା ଜଣାପଡିଛି। ବାମପଟୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବାବେଳେ ଡାହାଣପଟୁ ୦୨ଟି ଗେଟ୍ ଦେଇ ଜଳନିଷ୍କାସନ ଜାରି ରହିଛି।
Popular Categories



