www.samajalive.in
Saturday, December 6, 2025
16.1 C
Bhubaneswar

ହୀରାକୁଦର ଖୋଲିଲା ଆଉ ୪ଟି ଗେଟ୍

ସମ୍ବଲପୁର : ପୁଣି ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍। ବର୍ତ୍ତମାନ୍ ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଛି। ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ ଖୋଲାଯାଇଛି। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗିରହିଛି। ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସେପଟେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories