www.samajalive.in
Saturday, December 6, 2025
16.1 C
Bhubaneswar

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୨ଟି ଗେଟ୍ : ୪୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ହୀରାକୁଦ : ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ୍ ଖୋଲିଲା। ଏବେ ମୋଟ ୪୪ଟି ଗେଟ୍ ଦେଇ ଡ୍ୟାମରୁ ଜଳ ନିଷ୍କାସନ ଜାରି ରହିଛି।ଡ଼୍ୟାମରେ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବାବେଳେ ଏବେ ଜଳ ପତନ ୬୨୬.୨୭ ରହିଛି। ଡ୍ୟାମ୍ ଭିତରେ ପ୍ରବେଶ କରୁଛି ୮ ଲକ୍ଷ ୫୩ ହଜାର ୨୯ କ୍ୟୁସେକ୍ ଜଳ। ସେହିଭଳି ଡ୍ୟାମରୁ ୬ଲକ୍ଷ ୯୪ ହଜାର ୨୦୦ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories