www.samajalive.in
Sunday, December 14, 2025
23.1 C
Bhubaneswar

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍

ସମ୍ୱଲପୁର : ହୀରୀକୁଦ ଡ୍ୟାମର ଆଉ ୪ଟି ଗେଟ୍ ମଙ୍ଗଳବାର ସକାଳେ ଖୋଲାଯାଇଛି   ଡ଼୍ୟାମର ୩ଟି ଗେଟ୍ସୋମବାର ସନ୍ଧ୍ୟାରେ ଖୋଲିବା ପରେ ୬ଟି ଗେଟ୍ଦେଇ ଜଳ ନିଷ୍କାସନ ହେଉଥିଲା ମଙ୍ଗଳବାର ସକାଳେ ୪ଟି ଗେଟ୍ ଖେଲା ଯିବା ପରେ ବର୍ତ୍ତମାନ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ଲକ୍ଷ ୮୦ହଜାର ୯୯୮ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ୧ଲକ୍ଷ ୩୧ ହଜାର ୫୯ ଘନଫୁଟ ଜଳ ନିଷ୍କାସନ ହେଉଛି । ହୀରାକୁଦ ଡ୍ୟାମ୍ ଜଳସ୍ତର ୬୨୦.୮୭ ଫୁଟ୍ ରହିଛି

 

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories