www.samajalive.in
Friday, December 5, 2025
26.1 C
Bhubaneswar

ଆଜି ଖୋଲିବ ହୀରାକୁଦ ଡ୍ୟାମ ଗେଟ୍‍

ହୀରାକୁଦ : ହୀରାକୁଦ ଜଳଭଣ୍ଡାରକୁ ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଥିବାରୁ ଡ୍ୟାମର ଗେଟ୍‍ ଖୋଲିବାକୁ ନିଷ୍ପତ୍ତିି ନିଆଯାଇଛି। ସନ୍ଧ୍ୟା ୬ଟାରେ ଜଳଭଣ୍ଡାରକୁ ୨ ଲକ୍ଷ ୩୫ ହଜାର ୮୫୬ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ଜଳସ୍ତର ୬୧୮.୩୯ ଫୁଟ ରହିଥିଲା। ବିଭିନ୍ନ ନଦୀ ମାଧ୍ୟମରେ ଜଳଭଣ୍ଡାରରୁ ୩୫,୬୪୧ କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା।

ଗୋଟିଏ ଫାଟକରୁ ପ୍ରତି ସେକେଣ୍ଡରେ ୧୬୦୦୦ କ୍ୟୁସେକଜଳ ନିଷ୍କାସିତ ହୋଇଥାଏ। ତେଣୁ ବନ୍ୟାଜଳ ପ୍ରବେଶକୁ ଦେଖି ୧୦ରୁ ୧୫ଟି ଫାଟକ ଖୋଲା ଯାଇପାରେ ବୋଲି ଜଣେ ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ତେବେ ଫାଟକ ଖୋଲିବା ପୂର୍ବରୁ ସୁରକ୍ଷା ଆଲାର୍ମ ବାଜିବ ବୋଲି ସେ କହିଛନ୍ତି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories