www.samajalive.in
Wednesday, November 12, 2025
27.1 C
Bhubaneswar

କମୁଛି ହୀରାକୁଦ ଜଳସ୍ତର

ଭୁବନେଶ୍ବର: ହୀରାକୁଦ ଜଳ ଭଣ୍ଡାରରେ ଧୀରେ ଧୀରେ କମୁଛି ଜଳସ୍ତର। ଅପରାହ୍ଣ ୫ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୮.୬୫ଫୁଟ। ପୂର୍ବାହ୍ନ ୧୧ଟାରେ ହୀରାକୁଦ ଜଳସ୍ତର ଥିଲା ୬୨୮.୬୯ଫୁଟ। ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ଫୁଟ। ହୀରାକୁଦ ଜଳଭଣ୍ଡାରର ୨୮ଟି ଗେଟ ଦେଇ ଚାଲିଛି ଜଳ ନିଷ୍କାସନ ହେଉଛି।

Hot this week

ତେଜସ୍ବୀଙ୍କୁ ଖୁସି କଲା ଏହି ଏକଜିଟ୍ ପୋଲ୍, ଆରଜେଡି ସବୁଠୁ ବଡ ଦଳ

ପାଟଣା: ବିହାରରେ ଅଧିକାଂଶ ଏକଜିଟ୍ ପୋଲ୍ ଏନଡିଏ ସରକାର ପୁଣି କ୍ଷମତାକୁ...

ୟୁପିଏସସି ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୨୭୩୬ କୃତକାର୍ଯ୍ୟ

ସମାଜଲାଇଭ ଡେସ୍କ: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସସି) ସିଭିଲ ସର୍ଭିତ ମୁଖ୍ୟ ପରୀକ୍ଷା-୨୦୨୫ର...

ଦିଲ୍ଲୀ ବିସ୍ଫୋରଣ: ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ହୋଇ ସ୍ଥାନୀୟ ଏଲଏନଜେପି...

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

Related Articles

Popular Categories