ବନ୍ଦ ହେଲା ହୀରାକୁଦର ଆଉ ୨ଟି ଗେଟ୍‌

ହୀରାକୁଦ : ବନ୍ଦ ହେଲା ହୀରାକୁଦର ଆଉ ୨ଟି ଗେଟ୍‌ । ବର୍ତ୍ତମାନ ମୋଟ ୧୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପଟରୁ ୮ ଓ ଡାହାଣ ପଟରୁ ୪ଟି ଗେଟ୍‌ ଖୋଲା ରହିଛି । ସୂଚନାନୁଯାୟୀ, ଜୁଲାଇ ୩୧ରେ ହୀରାକୁଦ ଡ୍ୟାମ୍‌‌ର ଆଉ ୪ଟି ଗେଟ୍‌‌ ବନ୍ଦ କରାଯାଇଥିଲା। ଫଳରେ ୧୪ଟି ଗେଟ ମଧ୍ୟ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା। ଡ୍ୟାମର ବାମପାର୍ଶ୍ୱରେ ୧୦ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍‌‌ ଖୋଲା … Continue reading ବନ୍ଦ ହେଲା ହୀରାକୁଦର ଆଉ ୨ଟି ଗେଟ୍‌