ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌

ହୀରାକୁଦ : ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଶୁକ୍ରବାର ସକାଳେ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ସୂଚନାନୁଯାୟୀ, ଗତକାଲି ଅର୍ଥାତ୍‌ ଗୁରୁବାର ସୁଦ୍ଧା ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର … Continue reading ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌