୨୮ରେ ଖୋଲିବ ହୀରାକୁଦ ଗେଟ୍‌ ; ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ..

ହୀରାକୁଦ : ଜୁଲାଇ ୨୮ ରବିବାରରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍‌ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ହେଉଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ହୀରକୁଦ ଗେଟ୍‌ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ରବିବାର ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ । ଏନେଇ ଗୁରୁବାର ହୀରାକୁଦ ବନ୍ଧ ମୁଖ୍ୟଯନ୍ତ୍ରୀ ସୁଶିଲ ବେହେରାଙ୍କ ପକ୍ଷରୁ ସୂଚନା ମିଳିଛି । … Continue reading ୨୮ରେ ଖୋଲିବ ହୀରାକୁଦ ଗେଟ୍‌ ; ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ..